ଆଜି ୧୪ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ନେଇ ଚେତାବନୀ ଦେଇଛି ପାଣିପାଗ କେନ୍ଦ୍ର
କମିବ ଖରା, ହେବ ବର୍ଷା। ପାଞ୍ଚରୁ ୬ ଦିନ ଯାଏଁ ଖରାରୁ ମିଳିବ ଆଶ୍ୱସ୍ତି। ଏଭଳି କିଛି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆଜି ୧୪ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ନେଇ ଚେତାବନୀ ଦେଇଛି ପାଣିପାଗ କେନ୍ଦ୍ର।
ଉପକୂଳ ସହ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ବର୍ଷା ସହ ୪୦ରୁ ୫୦ କିମି ବେଗରେ ପବନ ହେବାର ଆକଳନ କରିଛି ପାଣିପାଗ କେନ୍ଦ୍ର।
ଆଜି ଓ ଆସନ୍ତାକାଲି ଉପକୂଳ ଓଡ଼ିଶାରେ କାଳବୈଶାଖୀ ପ୍ରଭାବ ରହିବ। ସୁନ୍ଦରଗଡ଼,ମୟୂଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର,କଟକ, କେନ୍ଦ୍ରାପଡ଼ା, ଗଜତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ,ଗଜପତି ଜିଲ୍ଲାରେ ଆଜି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବପନା।୧୩ ତାରିଖରେ ପାଗରେ ପରିବର୍ତ୍ତନ ଆସିବା ନେଇ ଆକଳନ କରିଛି