• Wed. Apr 15th, 2026

Odishri Khabar

ସତ୍ୟ ଯେତିକି ,ତଥ୍ୟ ସେତିକି ...

ସାତକୋଶିଆରେ ଆଜିଠୁ ଆରମ୍ଭ ହୋଇଛି କୁମ୍ଭୀର ଗଣନା

{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":[],"tools_used":{"remove":1,"transform":1},"is_sticker":false,"edited_since_last_sticker_save":true,"containsFTESticker":false}
Spread the love

ତକୋଶିଆରେ ଆଜିଠୁ ଆରମ୍ଭ ହୋଇଛି କୁମ୍ଭୀର ଗଣନା । ତିନିଦିନ ଧରି କୁମ୍ଭୀର ଗଣନା କରାଯିବ । କୁମ୍ଭୀର ଗଣନା କାର୍ଯ୍ୟରେ ବନ ବିଭାଗର ୧୪ଟି ଟିମ୍ ନିୟୋଜିତ ହୋଇଛନ୍ତି । କୁମ୍ଭୀର ଓ ପକ୍ଷୀ ଗଣନା ପାଇଁ ପର୍ଯ୍ୟଟକଙ୍କୁ ବାରଣ। କୁମ୍ଭୀର ଗଣନା ପାଇଁ ୫ତାରିଖ ଅପରାହ୍ନରୁ ୯ ତାରିଖ ସକାଳ ପର୍ଯ୍ୟନ୍ତ ଏବଂ ପକ୍ଷୀ ଗଣନା ପାଇଁ ୧୭ ଓ ୧୮ ତାରିଖ ପର୍ଯ୍ୟଟକଙ୍କ ପାଇଁ ମହାନଦୀରେ ବୋଟିଂ ବନ୍ଦ ରହିବ ବୋଲି ସୂଚନା ଦେଇଛନ୍ତି ସାତକୋଶିଆ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ ।ଏହାସହ ନଦୀରେ ମାଛ ଧରିବା ପାଇଁ ମସ୍ୟଜୀବୀଙ୍କୁ ମଧ୍ୟ କରାଯାଇଛି ବାରଣ।ସାତକୋଶିଆର ମହାନଦୀରେ କୁମ୍ଭୀର ଗଣନା ହେବାକୁ ଥିବାବେଳେ ଏଥପାଇଁ ବନ ବିଭାଗର ୧୪ଟି ଦଳ ନିୟୋଜିତ ହେବାର ରହିଛି କାର୍ଯ୍ୟକ୍ରମ ।ଗଣନା କାର୍ଯ୍ୟ ସୂଚାରୁରୂପେ ଏବଂ ବିନା ବାଧାବିଘ୍ନରେ କରିବା ପାଇଁ ପର୍ଯ୍ୟଟକଙ୍କୁ ମହାନଦୀରେ ବୋଟିଂ ପାଇଁ ବାରଣ କରାଯାଇଥିବା DFO ସୂଚନା ଦେଇଛନ୍ତି l

Leave a Reply

Your email address will not be published. Required fields are marked *