ଆଜି ଭାରତୀୟ ଜନତା ପାର୍ଟି ଭଦ୍ରକ ଜିଲ୍ଲା କାର୍ଯ୍ୟାଳୟରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୧୧୯ ତମ ମନ୍ କି ବାତ୍ କାର୍ଯ୍ୟକ୍ରମ ଆୟୋଜିତ ହୋଇ ଯାଇ ଅଛି ।ଏହି କାର୍ଯ୍ୟକ୍ରମରେ ରାଜ୍ୟ ସଭାପତି ଶ୍ରୀଯୁକ୍ତ ମନମୋହନ ସାମଲ, ରାଜ୍ୟ ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୁରଜ, ସାଂସଦ ଶ୍ରୀଯୁକ୍ତ ଅଭିମନ୍ୟୁ ସେଠୀ, ବିଧାୟକ ଶ୍ରୀଯୁକ୍ତ ସିତାନ୍ସୁ ସେଖର୍ ମହାପାତ୍ର, ଜିଲ୍ଲା ସଭାପତି ଶ୍ରୀଯୁକ୍ତ ଭଗଵାନ ପଣ୍ଡା ଏବଂ ଅନ୍ୟ ବରିଷ୍ଠ ନେତୃତ୍ଵ କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ ।