• Wed. Apr 15th, 2026

Odishri Khabar

ସତ୍ୟ ଯେତିକି ,ତଥ୍ୟ ସେତିକି ...

ବନ ବିଭାଗ ତରଫରୁ ଜଳପକ୍ଷୀ ଗଣନା ପ୍ରଶିକ୍ଷଣ ଶିବିର

{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":[],"tools_used":[],"is_sticker":false,"edited_since_last_sticker_save":false,"containsFTESticker":false}
Spread the love

ବନ ବିଭାଗ ପକ୍ଷରୁ ପକ୍ଷୀ ଗଣନା ପୂର୍ବରୁ କଲେଜ ଛାତ୍ର ଛାତ୍ରୀ ଏବଂ ଗଣମାଧ୍ୟମ ପ୍ରତିନିଧୂ ଙ୍କୁ ନେଇ ଏକ ସ୍ବତନ୍ତ୍ର ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ବନବିଭାଗ ପକ୍ଷରୁ ଏକ ଜଳପକ୍ଷୀ ଗଣନା ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଛି । ଏହି ଶିବିର ରେ‌ ବନାଞ୍ଚଳ ଅଧିକାରୀ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଥିବା ବେଳେ ବିଦ୍ୟାଳୟର ସମସ୍ତ ଶିକ୍ଷକ,ଛାତ୍ରଛାତ୍ରୀ ଓ ସାମ୍ବାଦିକ ମାନେ ଯୋଗ ଦେଇଥିଲେ । ଏହି ପ୍ରଶିକ୍ଷଣ ରେ ଜଳଚର ପକ୍ଷୀ ମାନଙ୍କ ଚିନ୍ନଟ ଓ ତାହାର ଗଣନା କିଛି ଉନ୍ନତ ଭାବେ ହୋଇପାରିବ ସେହି ବିଷୟରେ ପ୍ରଶିକ୍ଷଣ କରାଯାଇଥିଲା । ଏଥିରେ ଭାଗ ନେଇ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ଖୁସି ଅନୁଭବ କରିବା ସହ ନିଜର ସାଧର ଜ୍ଞାନର ଅଭିବୃଦ୍ଧି ହେଉଥିବା କହିଛନ୍ତି ।

Leave a Reply

Your email address will not be published. Required fields are marked *